କାଲି ଆସିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଯାଜପୁରରୁ ହେବ ଶୁଭାରମ୍ଭ

ଆସନ୍ତା କାଲି ମିଳିବ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟରେ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ବଣ୍ଟନ କରାଯିବ । ଏହାକୁ ମିଶାଇ ରାଜ୍ଯରେ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଲାଭବାନ ହେବେ । ଏହାସହ ଯେଉଁମାନେ NPCIରେ ରହିଯିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ାଯିବ ବୋଲି ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ମାର୍ଚ୍ଚ ୮ରେ ଯେଉଁମାନେ ଯୋଡି … Continue reading କାଲି ଆସିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଯାଜପୁରରୁ ହେବ ଶୁଭାରମ୍ଭ