ଏଣିକି ଏଫଆଇଆର ଗ୍ରହଣ ନକଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ: ମୁଖ୍ୟମନ୍ତ୍ରୀ

Odisha Police: ୪୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୪ଟି ନବନିର୍ମିତ ଥାନା ଗୃହର ଉଦ୍ଘାଟନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କମିସନରେଟ ପୁଲିସ ଅନ୍ତର୍ଗତ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଠାରେ   ଆଭାସୀ ମାଧ୍ୟମରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ଟି ନବନିର୍ମିତ ଥାନା ଗୃହ ଉଦଘାଟନ କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ସହିତ ଅନୁଗୁଳ ଜିଲ୍ଲାର ସମଲ ଓ ସଦର ଥାନା, ବରଗଡ଼ ଜିଲ୍ଲାର ଭେଡେନ, କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା  ଟାଉନ ଥାନା, କୋରାପୁଟ … Continue reading ଏଣିକି ଏଫଆଇଆର ଗ୍ରହଣ ନକଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ: ମୁଖ୍ୟମନ୍ତ୍ରୀ