students who had received scholarships More than 18,000 will be deprived of Subhadra Yojana ।। ୧୮ ହଜାରରୁ ଅଧିକ ଛାତ୍ରବୃତ୍ତି ପାଉଥିଲେ ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେ ଛାତ୍ରୀ

୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ପାଉଥିଲେ ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେ ଛାତ୍ରୀ । କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଥିଲେ ମିଳିବନି ସୁଭଦ୍ରା ଟଙ୍କା । ଯଦି ଏପରିକି ସରକାରୀ ସହାୟତା ପାଉଥିବେ ତେବେ ସୁଭଦ୍ରା ଯୋଜନାରୁ ବାଦ ପଡ଼ିପାରନ୍ତି । ଏନେଇ ଦୁଇ ବିଭାଗରୁ ରିପୋର୍ଟ ମାଗିଲା ମହିଳା ଓ ଶିଶୁ ବିକାଶ ବିଭାଗ । ଉଚ୍ଚଶିକ୍ଷା ବିଭାଗ … Continue reading students who had received scholarships More than 18,000 will be deprived of Subhadra Yojana ।। ୧୮ ହଜାରରୁ ଅଧିକ ଛାତ୍ରବୃତ୍ତି ପାଉଥିଲେ ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେ ଛାତ୍ରୀ