ଏପ୍ରିଲ ୨୨ ଓ ୨୩ରେ ମିଳିବ ‘ସୁଭଦ୍ରା’ ଟଙ୍କା

ଆସନ୍ତା ଏପ୍ରିଲ ୨୨ ଓ ୨୩ ତାରିଖରେ ସୁଭଦ୍ରା ଯୋଜନାରେ ନୂତନ ଆବେଦନକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ସେମାନଙ୍କୁ ପ୍ରଥମ କିସ୍ତିର ଷଷ୍ଠ ପର୍ଯ୍ୟାୟ ଟଙ୍କା ଦିଆଯିବ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି ଯେ ଏଇ ରବିବାର ସୁଦ୍ଧା ୧ ଲକ୍ଷ ୭୦ ହଜାର ନୂଆ ଆବେଦନ କରିଛନ୍ତି । ଆବେଦନ କରିଥିବା ହିତାଧିକାରୀଙ୍କ ଭିତରୁ ଯେଉଁମାନେ ଯୋଗ୍ୟ ସେମାନେ ସୁଭଦ୍ରା ଟଙ୍କା … Continue reading ଏପ୍ରିଲ ୨୨ ଓ ୨୩ରେ ମିଳିବ ‘ସୁଭଦ୍ରା’ ଟଙ୍କା