୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Subhadra: ଡିସେମ୍ବର ୩୦ ଯାଏ ହିତାଧିକାରୀଙ୍କ ତଥ୍ୟ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା। ଜାନୁଆରୀ ୧୫ ପରେ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ଆବେଦନକାରୀଙ୍କ ନାଁରେ ଜମି ୫ ଏକର ଅଛି କି ନାହିଁ ସେ ସର୍ଭେ ଜାନୁଆରୀ ୧୫ରେ ସରିବା ପରେ ଟଙ୍କା ମିଳିବ ବୋଲି କହିଛନ୍ତି … Continue reading ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Copy and paste this URL into your WordPress site to embed
Copy and paste this code into your site to embed