୨୪ରେ ମିଳିବ ଷଷ୍ଠ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
Subhadra Yojana: ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାର୍ଚ୍ଚ ୮, ମହିଳା ଦିବସ ଉପଲକ୍ଷେ ରାଜ୍ୟରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ହେଲେ ତାଙ୍କ ମଧ୍ୟରୁ ଏପରି ଅନେକ ଅଛନ୍ତି ଯେଉଁମାନଙ୍କୁ ସୁଭଦ୍ରା ଟଙ୍କା ମିଳି ନଥିଲା । ତେବେ ଯେଉଁମାନେ ଯୋଜନାର ଲାଭ ପାଇବା ପାଇଁ ଆବେଦନ କରିଥିଲେ, ସେମାନଙ୍କ ମଧ୍ୟରୁ … Continue reading ୨୪ରେ ମିଳିବ ଷଷ୍ଠ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
Copy and paste this URL into your WordPress site to embed
Copy and paste this code into your site to embed