ଦାରା ସିଂହଙ୍କ କ୍ଷମା ଆବେଦନ ନିଷ୍ପତ୍ତି ନେବାକୁ ଓଡ଼ିଶା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

୧୯୯୯ ମସିହାରେ କେନ୍ଦୁଝର ଜିଲ୍ଲାରେ ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟୁଆର୍ଟ ଷ୍ଟେନ୍ସ ଓ ତାଙ୍କ ଦୁଇ ନାବାଳକ ପୁଅଙ୍କୁ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ରବୀନ୍ଦ୍ର ପାଲ ଓରଫ ଦାରା ସିଂହଙ୍କ କ୍ଷମା ଆବେଦନ ଉପରେ ତୁରନ୍ତ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ମନୋଜ ମିଶ୍ର ଓ ଜଷ୍ଟିସ କେଭି ବିଶ୍ୱନାଥନଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଶା ସରକାରଙ୍କ ପକ୍ଷରୁ ଆଇନଜୀବୀ ଶିବାଶିଷ ମିଶ୍ରଙ୍କୁ ୬ ସପ୍ତାହ ମଧ୍ୟରେ ନିଷ୍ପତ୍ତି … Continue reading ଦାରା ସିଂହଙ୍କ କ୍ଷମା ଆବେଦନ ନିଷ୍ପତ୍ତି ନେବାକୁ ଓଡ଼ିଶା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ