ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’ || Supriya Panda receives 12th ‘Jagdish Katha Award’

ଭୁବନେଶ୍ୱର ଜଗଦୀଶ ମହାନ୍ତିଙ୍କ ଗପ ପଢ଼ିବା ବେଳେ ଲାଗେନାହିଁ ଯେ ଆମେ ଗପ ପଢ଼ୁଛୁ, ବରଂ ଲାଗେ ଯେମିତି ଆମେ ଅତିପରିଚିତ କେଉଁ ଲୋକ ସହ କଥାବାର୍ତ୍ତା କରୁଛୁ। କାରଣ ସାଧାରଣ କଥୋପକଥନ ଭଙ୍ଗୀରେ ତାଙ୍କର ସାହିତ୍ୟ ରଚିତ। ‘ଜଗଦୀଶ ମହାନ୍ତି ଟ୍ରଷ୍ଟ୍‍’ ତରଫରୁ ଆୟୋଜିତ ‘ଜଗଦୀଶ ଜୟନ୍ତୀ’ ଅବସରରେ ଯୋଗଦେଇ ଅତିଥିଗଣ ଏପରି ମତ ଦେଇଛନ୍ତି। ଓଡ଼ିଆ କଥାସାହିତ୍ୟର ଜଣେ ଅପ୍ରତିଦ୍ୱନ୍ଦ୍ୱୀ କଥାକାର ଭାବେ ପରିଚିତ ଜଗଦୀଶ ମହାନ୍ତିଙ୍କ ସ୍ମୃତିରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ … Continue reading ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’ || Supriya Panda receives 12th ‘Jagdish Katha Award’