ତାଳଚେର ଓ ଫୁଲବାଣୀ ମେଡ଼ିକାଲ କଲେଜ ଶୀଘ୍ର କାର୍ଯ୍ୟକ୍ଷମ ହେବ
Health: ୨୦୨୫-୨୬ ଶିକ୍ଷାବର୍ଷରେ ୧୦୦ ଜଣ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ଆଡମିଶନ ପାଇଁ ଲକ୍ଷ୍ୟ ତାଳଚେରର ପବିତ୍ର ମୋହନ ପ୍ରଧାନ ମେଡ଼ିକାଲ କଲେଜ ଓ ହସ୍ପିଟାଲ ଏବଂ ଫୁଲବାଣୀ ସରକାରୀ ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ କରିବା ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି । ଏହି ଦୁଇ ମେଡ଼ିକାଲ କଲେଜ କାର୍ଯ୍ୟକ୍ଷମ ହେଲେ ରାଜ୍ୟର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବାରେ ଆଶାତୀତ ଉନ୍ନତି ହେବା ସହ ସ୍ଥାନୀୟ ଅଞ୍ଚଳବାସୀ ବିଶେଷ ଭାବେ … Continue reading ତାଳଚେର ଓ ଫୁଲବାଣୀ ମେଡ଼ିକାଲ କଲେଜ ଶୀଘ୍ର କାର୍ଯ୍ୟକ୍ଷମ ହେବ
Copy and paste this URL into your WordPress site to embed
Copy and paste this code into your site to embed