ଆସନ୍ତା ସପ୍ତାହରେ ଓଡ଼ିଶାର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିପାରେ

ହିମାଳୟ ଅଞ୍ଚଳରୁ ପ୍ରବାହିତ ଥଣ୍ଡା, ଶୁଖିଲା ଓ ପ୍ରବଳ ପବନ ଯୋଗୁଁ ତାପମାତ୍ରାରେ ଉଲ୍ଲେଖନୀୟ ହ୍ରାସ ଘଟିବା ପରେ ଗତ ତିନିଦିନ ହେଲା ଓଡ଼ିଶାର ଅଧିକାଂଶ ସ୍ଥାନରେ ପାଗ ଆନନ୍ଦଦାୟକ ରହିଛି। ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠାରୁ ପ୍ରାୟ ୨ରୁ ୩ ଡିଗ୍ରି କମ୍ ରହିଛି। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦିନ ଓ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। … Continue reading ଆସନ୍ତା ସପ୍ତାହରେ ଓଡ଼ିଶାର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିପାରେ