ବାରବାଟୀ ଦିନିକିଆ ମ୍ୟାଚର ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ, ଫେବୃଆରୀ ୯ରେ ଦେଖିବେ ଖେଳ
କଟକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ ପାଇଁ ପ୍ରଥମ ଟିକେଟ ପୁରୀ ମହାପ୍ରଭୁ ଜଗନ୍ନାଥ ମନ୍ଦିରକୁ ପ୍ରଦାନ କରିଛନ୍ତି ଓସିଏସମ୍ପାଦକ ସଞ୍ଜୟ ବେହେରା । ବାରବାଟୀ ଷ୍ଟାଡିୟମରେ କିଭଳି ମ୍ୟାଚ ସୁରୁଖୁରୁରେ ହେବ ସେନେଇ ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା କରିଛନ୍ତି । ଫେବ୍ରୁଆରୀ ୯ରେ ବାରବାଟୀରେ ଟିମ ଇଣ୍ଡିଆ – ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବ । ଏପଟେ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ । ମ୍ୟାଚର ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ … Continue reading ବାରବାଟୀ ଦିନିକିଆ ମ୍ୟାଚର ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ, ଫେବୃଆରୀ ୯ରେ ଦେଖିବେ ଖେଳ
Copy and paste this URL into your WordPress site to embed
Copy and paste this code into your site to embed