କୋଣାର୍କରେ ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
କୋଣାର୍କରେ ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ । ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦ୍ର ଖଣି ମନ୍ତ୍ରଣାଳୟ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗିତାରେ ସମ୍ମିଳନୀର ଆୟୋଜନ କରାଯାଇଛି । ଏଥିରେ ଓଡ଼ିଶା ସମେତ ୧୬ଟି ଖଣି ବହୁଳ ରାଜ୍ୟର ମନ୍ତ୍ରୀମାନେ ଯୋଗ ଦେଇଛନ୍ତି । କେନ୍ଦ୍ର ଖଣିଜ ସମ୍ପଦ ମନ୍ତ୍ରୀ ଜି.କିଶନ ରେଡ୍ଡୀ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଦେଶବ୍ୟାପୀ ଦକ୍ଷ, ନିରାପଦ ଏବଂ ପରିବେଶ ଅନୁକୂଳ ଖଣି କାର୍ଯ୍ୟ … Continue reading କୋଣାର୍କରେ ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed