ତିନିଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ପ୍ରକଳ୍ପର କରିବେ ଶିଳାନ୍ୟାସ
ମଙ୍ଗଳବାରଠୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଅବସରରେ କେନ୍ଦୁଝରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ମଙ୍ଗଳବାର ୯ଟା ୩୦ରେ ମୁଖ୍ୟମନ୍ତ୍ରୀ ବିମାନରେ କେନ୍ଦୁଝର ରାଇସୁଆଁ ଏୟାରଷ୍ଟ୍ରିପ୍ରେ ଅବତରଣ କରିବେ । ସଡ଼କ ପଥରେ ରାଇସୁଆ ଠାରୁ ପାଟଣା ଯାଇ ମକର ବୁଡ଼ ପକାଇବେ। ସେଠାରେ କେତେକ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ବିଜେପି କର୍ମୀ ହରି … Continue reading ତିନିଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ପ୍ରକଳ୍ପର କରିବେ ଶିଳାନ୍ୟାସ
Copy and paste this URL into your WordPress site to embed
Copy and paste this code into your site to embed