ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା : ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଅପଡେଟ ଦେଇଛନ୍ତି । ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ । ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପରେ ମଧ୍ୟ କେୱାଇସି ଅପଡେଟ କଲେ ଯୋଜନାରେ ସାମିଲ ହୋଇ ପାରିବେ ହିତାଧିକାରୀ । କେହି ବି ଜଣେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦିଆଯିବନି ବୋଲି ପ୍ରଭାତୀ ପରିଡା କହିଛନ୍ତି । ଏହା ମଧ୍ୟ ଉପମୁଖ୍ୟମନ୍ତ୍ରୀ କହିଛନ୍ତି … Continue reading ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା : ଉପମୁଖ୍ୟମନ୍ତ୍ରୀ