The Gaza Strip has been reduced to ruins।। ଧ୍ୱଂସସ୍ତୁପରେ ପରିଣତ ହୋଇଯାଇଛି ଗାଜା ଷ୍ଟ୍ରିପ୍
ହମାସ ଆକ୍ରମଣରୁ ଆରମ୍ଭ ହୋଇଥିବା ଗାଜା ଯୁଦ୍ଧକୁ ମଙ୍ଗଳବାରୁ ଦୁଇବର୍ଷ ପୂରଣ ହୋଇଛି। କ୍ରମାଗତ ବୋମାମାଡ଼ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନ ଯୋଗୁଁ ଗାଜା ଷ୍ଟ୍ରିପ୍ ଧ୍ୱଂସସ୍ତୁପରେ ପରିଣତ ହୋଇଯାଇଛି। ମିଳିତ ଜାତିସଂଘ (ୟୁଏନ)ର ସାଟେଲାଇଟ ରିପୋର୍ଟ ଅନୁଯାୟୀ ଯୁଦ୍ଧ ପାଇଁ ଗାଜାର ୮୦ ପ୍ରତିଶତ କୋଠା କ୍ଷତିଗ୍ରସ୍ତ ହୋଇଛି। ପ୍ରାୟ ୯୦ ପ୍ରତିଶତ ସ୍କୁଲ ଭୂତକୋଠିରେ ପରିଣତ ହୋଇଯାଇଛି। ୧୮ ହଜାର ଶିଶୁଙ୍କ ସମେତ ୬୫ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ୩୯, ୩୮୪ ଶିଶୁ … Continue reading The Gaza Strip has been reduced to ruins।। ଧ୍ୱଂସସ୍ତୁପରେ ପରିଣତ ହୋଇଯାଇଛି ଗାଜା ଷ୍ଟ୍ରିପ୍
Copy and paste this URL into your WordPress site to embed
Copy and paste this code into your site to embed