ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ୱରରେ ତ୍ରିରଙ୍ଗା ଉତ୍ତୋଳନ କରିବେ ରାଜ୍ୟପାଳ
ଆସନ୍ତା ୨୬ ତାରିଖରେ ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ଉତ୍ସବରେ ରାଜ୍ୟପାଳ କାମ୍ଭମପତି ହରି ବାବୁ ଜାତୀୟ ପତାକା ଉତ୍ତୋଳନ କରିବେ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ବିଜ୍ଞପ୍ତିରେ ଏହା ଉଲ୍ଲେଖ କରାଯାଇଛି। ବିଜ୍ଞପ୍ତିରେ ରାଜ୍ୟର ବିଭିନ୍ନ ସ୍ଥାନରେ ତ୍ରିରଙ୍ଗା ଉତ୍ତୋଳନ କରୁଥିବା ବିଶିଷ୍ଟ ବ୍ୟକ୍ତିଙ୍କ ନାମ ଉଲ୍ଲେଖ କରାଯାଇଛି। ସରକାରଙ୍କ କାର୍ଯ୍ୟକ୍ରମ ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ସାଧାରଣତନ୍ତ୍ର ଦିବସରେ … Continue reading ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ୱରରେ ତ୍ରିରଙ୍ଗା ଉତ୍ତୋଳନ କରିବେ ରାଜ୍ୟପାଳ
Copy and paste this URL into your WordPress site to embed
Copy and paste this code into your site to embed