ପ୍ରବାସୀ ଭାରତୀୟ ବିକଶିତ ଭାରତ ସଂକଳ୍ପର ଅବିଚ୍ଛେଦ୍ୟ ଅଙ୍ଗ  

ମିଳିତ ଭାବେ ବିକଶିତ ଭାରତ ନିର୍ମାଣ କରିପାରିବା: ରାଷ୍ଟ୍ରପତି  ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଯାପନୀ ଅଧିବେଶନରେ ଯୋଗ ଦେଇ ଏହାକୁ ସମ୍ବୋଧିତ କରିଛନ୍ତି ଏବଂ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଥିଲେ ଯେ ପ୍ରବାସୀ ଭାରତୀୟମାନେ ଆମ ଦେଶର ସର୍ବୋତ୍ତମ ପ୍ରତିନିଧି। ସେମାନେ କେବଳ ଏହି ପବିତ୍ର ଭୂମିରେ ଅର୍ଜିତ ଜ୍ଞାନ ଏବଂ କୌଶଳକୁ ନିଜ … Continue reading ପ୍ରବାସୀ ଭାରତୀୟ ବିକଶିତ ଭାରତ ସଂକଳ୍ପର ଅବିଚ୍ଛେଦ୍ୟ ଅଙ୍ଗ