The influence of foreign insurance companies will increase ।। ବଢ଼ିବ ବିଦେଶୀ ବୀମା କମ୍ପାନୀଙ୍କ ଦବ୍‌ଦବା

ଭାରତୀୟ ବଜାରରେ ବଢ଼ିବ ବିଦେଶୀ ବୀମା କମ୍ପାନୀଙ୍କ ଦବ୍‌ଦବା। କାରଣ ଦେଶର ବୀମା କ୍ଷେତ୍ରରେ ଶତ ପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ନିବେଶ (ଏଫ୍ଡିଆଇ) ପ୍ରସ୍ତାବକୁ କେନ୍ଦ୍ର ସରକାର ଅନୁମତି ପ୍ରଦାନ କରିଛନ୍ତି। ଏଥିପାଇଁ ସଂସଦର ଆଗାମୀ ଶୀତ ଅଧିବେଶନରେ ଏ ସମ୍ପର୍କରେ ଏକ ବିଲ୍ ଆଗତ ହେବାର ସମ୍ଭାବନା ରହିଛି। ରବିବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ବୀମା କ୍ଷେତ୍ରରେ ଏଫ୍ଡିଆଇ ସୀମା ଶେଷ ଥର ପାଇଁ ୨୦୨୧ରେ ୪୯%ରୁ ୭୪%କୁ … Continue reading The influence of foreign insurance companies will increase ।। ବଢ଼ିବ ବିଦେଶୀ ବୀମା କମ୍ପାନୀଙ୍କ ଦବ୍‌ଦବା