ସୁନା ବେଶରେ ଝଟକିବେ ମହାପ୍ରଭୁ, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଦେବାଭିଷେକ ନୀତି
ଆଜି ପବିତ୍ର ପୌଷପୁର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁ ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ । ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ। ରତ୍ନ ସିଂହାସନରେ ବର୍ଷକୁ ୪ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ । ସକାଳଧୂପ ପରେ … Continue reading ସୁନା ବେଶରେ ଝଟକିବେ ମହାପ୍ରଭୁ, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଦେବାଭିଷେକ ନୀତି
Copy and paste this URL into your WordPress site to embed
Copy and paste this code into your site to embed