the management committee of the jagannatha temple ।। ଶ୍ରୀମନ୍ଦିର ପରିଚାଳନା କମିଟିକୁ ନେଇ ଗୋଲକ ଧନ୍ଦା

ଇତି ମଧ୍ୟରେ ବର୍ଷେ ପୂରିବାକୁ ବସିଲାଣି । ହେଲେ ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହୋଇପାରୁନି। ଏହାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ଆସନ୍ତା ଗୋଟିଏ ସପ୍ତାହ ଭିତରେ ନୂଆ କମିଟି ଗଠନ ହେବ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । କମିଟି ନଥିବାରୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତ ନିଆଯାଇ ପାରୁନି। ଶ୍ରୀଜୀଉଙ୍କ ନୀତିକାନ୍ତିରେ ଶୃଙ୍ଖଳା ଆଣିବାକୁ ରହିଥିବା ପ୍ରସ୍ତାବ ଉପରେ ମୋହର ବାଜି ପାରୁନାହିଁ। ତା’ ସହିତ ଭକ୍ତଙ୍କ ସୁରକ୍ଷା, ଶ୍ରୀମନ୍ଦିର ସୁରକ୍ଷା … Continue reading the management committee of the jagannatha temple ।। ଶ୍ରୀମନ୍ଦିର ପରିଚାଳନା କମିଟିକୁ ନେଇ ଗୋଲକ ଧନ୍ଦା