ଫେବୃଆରୀରୁ ୩୬ ଡିଗ୍ରୀ ପାର କଲାଣି ପାରଦ, ଆଗାମୀ ୫ ଦିନ ଯାଏଁ ତାପମାତ୍ରାରେ ହେବନି ପରିବର୍ତ୍ତନ
ଚଳିତ ବର୍ଷ ହଠାତ୍ ମାଘ ମାସରେ ଶୀତ କୁଆଡ଼େ ଗାଏବ ହୋଇଯାଇଛି । ଆଉ ଫେବୃଆରୀ ମାସ ଆରମ୍ଭରୁ କଲବଲ କରୁଛି ଖରାର ତାତି । ଏପରିକି ଖରା ଦିନ ଆରମ୍ଭ ନହେଉଣୁ ୩୬ ଡିଗ୍ରୀ ପାର କଲାଣି ପାରଦ। ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ସ୍ଵାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ସେଲସିୟସ ଅଧିକ ଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ ରୁ ୫ ଡିଗ୍ରୀ ସେଲସିୟସ ଅଧିକ ରହିଛି ତାପମାତ୍ରା । ଏଥିପାଇଁ … Continue reading ଫେବୃଆରୀରୁ ୩୬ ଡିଗ୍ରୀ ପାର କଲାଣି ପାରଦ, ଆଗାମୀ ୫ ଦିନ ଯାଏଁ ତାପମାତ୍ରାରେ ହେବନି ପରିବର୍ତ୍ତନ
Copy and paste this URL into your WordPress site to embed
Copy and paste this code into your site to embed