ରାଜ୍ୟରେ ସାମାନ୍ୟ କମିଲା ଶୀତର ପ୍ରକୋପ, ୪ଦିନ ଯାଏ ପାଗରେ ହେବନି ପରିବର୍ତ୍ତନ

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ରାତ୍ରୀ ତାପମାତ୍ରା ସ୍ଵାଭାବିକ ଠାରୁ ଅଧିକ ରହିବ। ୧୬ ତାରିଖ ଯାଏ ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାରିପାଗ କେନ୍ଦ୍ର। ପୁଣି କଲବଲ କରିବ ଜାଡ଼। ଥରାଇବ ମାଘର ବାଘ ଭଳି ଶୀତ  ଆସନ୍ତା ୧୭ରୁ ରାଜ୍ୟରେ ପୁଣି ବଢିବ ଥଣ୍ଡା। ଉପାନ୍ତରୁ ଉପକୂଳ ସବୁଠି ଥରାଇବ ଜାଡ। ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା … Continue reading ରାଜ୍ୟରେ ସାମାନ୍ୟ କମିଲା ଶୀତର ପ୍ରକୋପ, ୪ଦିନ ଯାଏ ପାଗରେ ହେବନି ପରିବର୍ତ୍ତନ