ରାଜ୍ୟରେ କମିବ ଶୀତର ପ୍ରକୋପ, ୨ରୁ ୪ ଡିଗ୍ରୀ ବଢ଼ିବ ତାପମାତ୍ରା
ରାଜ୍ୟରେ ରବିବାରଠାରୁ ଶୀତ କମିପାରେ । ପାରଦ ୨ରୁ ୪ ଡିଗ୍ରୀ ବଢ଼ିବା ଯୋଗୁ ଶୀତର ପ୍ରକୋପ କମିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଗୁରୁବାର ଜି.ଉଦୟଗିରିରେ ରାତି ତାପମାତ୍ରା ୫.୪ ଡିଗ୍ରୀ ଥିଲା । ଫୁଲବାଣୀରେ ୭.୫, ରାଉରକେଲାରେ ୭.୯, ଦାରିଙ୍ଗିବାଡ଼ିରେ ୯, ସୁନ୍ଦରଗଡ଼ରେ ୯.୧, ଅନୁଗୁଳ ଓ କେନ୍ଦୁଝରରେ ୯.୬, ଭବାନୀପାଟଣା ଓ ବଲାଙ୍ଗିରରେ ପାରଦ ୧୦ଡିଗ୍ରୀ ରହିଥିଲା। ଶନିବାର ଫୁଲବାଣୀରେ ରାତି ତାପମାତ୍ରା ୮ ଡିଗ୍ରୀ ଓ ରାଉରକେଲାରେ … Continue reading ରାଜ୍ୟରେ କମିବ ଶୀତର ପ୍ରକୋପ, ୨ରୁ ୪ ଡିଗ୍ରୀ ବଢ଼ିବ ତାପମାତ୍ରା
Copy and paste this URL into your WordPress site to embed
Copy and paste this code into your site to embed