ଅଙ୍ଗନବାଡି କର୍ମୀଙ୍କ ମାସିକ ଦରମା ବୃଦ୍ଧି କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି
ରାଜ୍ୟରେ ଅଙ୍ଗନବାଡ଼ି କର୍ମୀଙ୍କ ମାସିକ ପାରିଶ୍ରମିକ ବୃଦ୍ଧି ପାଇଁ ଓଡ଼ିଶା ସରକାର ପଦକ୍ଷେପ ନେଇଛନ୍ତି।ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି ଯେ ସେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ନିକଟରେ ଏ ସଂକ୍ରାନ୍ତରେ ଦାବି ଉପସ୍ଥାପନ କରିଛନ୍ତି। ନିକଟରେ ରାଜସ୍ଥାନର ଉଦୟପୁରଠାରେ ଆୟୋଜିତ ଏକ କର୍ମଶାଳାରେ ମହିଳା ଓ ଶିଶୁ ବିକାଶ ବିଭାଗ ଦାୟିତ୍ୱରେ ଥିବା ପରିଡ଼ା ରାଜ୍ୟ ସରକାରଙ୍କ ତରଫରୁ ଏହି ଦାବି ଉପସ୍ଥାପନ କରିଥିଲେ। ରାଜ୍ୟ ସରକାର … Continue reading ଅଙ୍ଗନବାଡି କର୍ମୀଙ୍କ ମାସିକ ଦରମା ବୃଦ୍ଧି କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି
Copy and paste this URL into your WordPress site to embed
Copy and paste this code into your site to embed