ରାଜ୍ୟରେ ପର୍ଯ୍ୟଟନର ବିକାଶ ପାଇଁ ଶୁକ୍ରବାର ଲୋକସେବା ଭବନରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ୩ଟି ବୁଝାମଣାପତ୍ର (ଏମଓୟୁ) ସ୍ବାକ୍ଷରିତ ହୋଇଛି I ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଉପସ୍ଥିତିରେ ଆଇଆଇଟି ମାଡ୍ରାସ, ଗୋଆର ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ୱାଟର ଖୋର୍ଦ୍ଧା ଏବଂ ଲାଇଟ୍ ଅଫ୍ ବୁଦ୍ଧଧର୍ମ ଫାଉଣ୍ଡେସନ୍ ଇଣ୍ଟରନ୍ୟାସନାଲ୍ ସହ ଚୁକ୍ତିନାମା ହୋଇଛି। ଓଡ଼ିଶାର ଐତିହ୍ୟ ସ୍ମାରକଗୁଡ଼ିକର … Continue reading The Tourism Department signed 3 MoUs for tourism development ।। ଓଡ଼ିଶାରେ ପର୍ଯ୍ୟଟନ ବିକାଶ ପାଇଁ ୩ଟି ଏମ୍ଓୟୁ ସ୍ଵାକ୍ଷର
Copy and paste this URL into your WordPress site to embed
Copy and paste this code into your site to embed