The untold story of a failed metro ।। ଏକ ଅସଫଳ ମେଟ୍ରୋର ଅକୁହା କାହାଣୀ

ଭୁବନେଶ୍ୱରରେ ବହୁଆକାଂକ୍ଷିତ ମେଟ୍ରୋ ରେଳ ଚଳାଚଳର ସ୍ୱପ୍ନ ଆପାତତଃ ମଉଳି ଯାଇଛି । ପୂର୍ବ ବିଜେଡି ସରକାର ଅମଳରେ ଏଥିପାଇଁ ହୋଇଥିବା ଟେଣ୍ଡର ଏବେ ବାତିଲ୍ ହେବା ପରେ ଏହି ବହୁ ଆକାଂକ୍ଷିତ ପ୍ରକଳ୍ପର ଭବିଷ୍ୟତ ଅନିଶ୍ଚିତତା ଭିତରକୁ ଠେଲି ହୋଇଯାଇଛି । ଟେଣ୍ଡର ବାତିଲ୍ ପଛର କାରଣ ନିର୍ଦ୍ଦିଷ୍ଟ ଭାବେ ଜଣାପଡ଼ି ନଥିଲେ ମଧ୍ୟ ସରକାରୀ ଦଳକୁ ଛାଡ଼ି ପ୍ରାୟତଃ ସବୁଆଡ଼େ ଅସନ୍ତୋଷ ଓ ସମାଲୋଚନାର ସ୍ଵର ଶୁଣିବାକୁ ମିଳୁଛି । ନୂଆ ଡିପିଆର ଚୂଡ଼ାନ୍ତ … Continue reading The untold story of a failed metro ।। ଏକ ଅସଫଳ ମେଟ୍ରୋର ଅକୁହା କାହାଣୀ