ଦେଶବାସୀଙ୍କ ହୃଦୟରେ ଭେଟେରାନ ସୈନିକଙ୍କ ସ୍ୱତନ୍ତ୍ର ସ୍ଥାନ ରହିଛି
ସେମାନଙ୍କ ସାହସ ଦେଶପ୍ରେମର ଅନନ୍ୟ ଉଦାହରଣ ଭେଟେରାନ ସୈନିକମାନଙ୍କର ଦେଶ ପ୍ରତି ଅସାଧାରଣ ସେବା, ତ୍ୟାଗ, ସମର୍ପଣ ଓ ଅଦମ୍ୟ ଉତ୍ସାହ ପାଇଁ ଦେଶବାସୀଙ୍କ ହୃଦୟରେ ସେମାନଙ୍କର ସ୍ୱତନ୍ତ୍ର ସ୍ଥାନ ରହିଛି ବୋଲି ରାଜ୍ୟପାଳ ଡ଼ ହରିବାବୁ କମ୍ଭମ୍ପାଟି କହିଛନ୍ତି । ମଙ୍ଗଳବାର ଦିନ ଭୁବନେଶ୍ୱରସ୍ଥିତ ୧୨୦ ଇନଫାଂଟ୍ରି ବାଟାଲିଅନ ପରିସରରେ ଅନୁଷ୍ଠିତ ନବମ ସଶସ୍ତ୍ର ସେନା ଭେଟେରାନ ଦିବସ ପାଳନ ଅବସରରେ ମୁଖ୍ୟ ଅତିଥିଭାବେ ଉଦ୍ବୋଧନ ଦେଇ ରାଜ୍ୟପାଳ ଏହି ମତବ୍ୟକ୍ତ କରିଛନ୍ତି । ଦେଶର … Continue reading ଦେଶବାସୀଙ୍କ ହୃଦୟରେ ଭେଟେରାନ ସୈନିକଙ୍କ ସ୍ୱତନ୍ତ୍ର ସ୍ଥାନ ରହିଛି
Copy and paste this URL into your WordPress site to embed
Copy and paste this code into your site to embed