ଏତିକି କମିଲା ସୁନା ଦର, ଜାଣନ୍ତୁ କେତେ ଅଛି ଦାମ୍?

Today Gold Price: ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତେବେ ନଜର ପକାନ୍ତୁ ଆଜି ଭାରତୀୟ ବଜାରରେ କେତେ ରହିଛି ସୁନା … Continue reading ଏତିକି କମିଲା ସୁନା ଦର, ଜାଣନ୍ତୁ କେତେ ଅଛି ଦାମ୍?