‘ଉତ୍କର୍ଷ ଓଡ଼ିଶା’ ସମ୍ମେଳନ ପାଇଁ ଆସୁଛନ୍ତି ପ୍ରଧାନମନ୍ତ୍ରୀ , ଆଜି ୨ ଘଣ୍ଟା ପର୍ଯ୍ୟନ୍ତ ଏହି ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିବ

ରାଜ୍ୟରେ ଆଜିଠୁ ଦୁଇଦିନିଆ ‘ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା’ ସମ୍ମେଳନ ଜନତା ମଇଦାନରେ ଆୟୋଜନ ହେଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦିନ ୧୦: ୩୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଜନତା ମୈଦାନରେ ଆୟୋଜିତ ହୋଇଥିବା କନ୍‌କ୍ଲେଭକୁ ଉଦ୍‌ଘାଟନ କରିବେ । କନ୍‌କ୍ଲେଭ୍‌ର ଲକ୍ଷ୍ୟ ହେଉଛି ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ସ୍ଥଳ ଭାବେ ଉପସ୍ଥାପନ କରିବା ଏବଂ ଦେଶବିଦେଶର ନିବେଶକମାନଙ୍କୁ ପୁଞ୍ଜିନିବେଶ ଲାଗି ଆକୃଷ୍ଟ କରିବା । କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀ ମୋହନ … Continue reading ‘ଉତ୍କର୍ଷ ଓଡ଼ିଶା’ ସମ୍ମେଳନ ପାଇଁ ଆସୁଛନ୍ତି ପ୍ରଧାନମନ୍ତ୍ରୀ , ଆଜି ୨ ଘଣ୍ଟା ପର୍ଯ୍ୟନ୍ତ ଏହି ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିବ