Prestige, power, and wealth ।। ପ୍ରତିପତ୍ତି, ବାହୁବଳ ଓ ଅର୍ଥବଳ
ବାଲେଶ୍ୱର ଏଫ୍ଏମ୍ କଲେଜ୍ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମଦାହ ଓ ମୃତ୍ୟୁ ନିଆଁ ପ୍ରଶମିତ ହୋଇନଥିବା ବେଳେ ବଳଙ୍ଗାରେ ଜଣେ ନାବାଳିକାଙ୍କୁ ଦୁର୍ବୃତ୍ତମାନେ ଜିଅନ୍ତା ଜାଳି ହତ୍ୟା ଉଦ୍ୟମ କରିଛନ୍ତି। ପୀଡ଼ିତା ସଙ୍କଟାପନ୍ନ ଅବସ୍ଥାରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି। ଘଟଣାର ତଦନ୍ତ ଆରମ୍ଭ ହୋଇଛି। କେତେଦିନ ପରେ ଅଭିଯୁକ୍ତ ଧରାପଡ଼ିବେ, କେବେ ଦୋଷୀ ସାବ୍ୟସ୍ତ ହେବେ, କି ପ୍ରକାର ଦଣ୍ଡବିଧାନ ହେବ, ରାଜ୍ୟ ରାଜନୀତି କେଉଁ ମୋଡ଼ ନେବ, ତାହା ଭିନ୍ନ କଥା। କିନ୍ତୁ ଲଗାତାର ନିଆଁ … Continue reading Prestige, power, and wealth ।। ପ୍ରତିପତ୍ତି, ବାହୁବଳ ଓ ଅର୍ଥବଳ
Copy and paste this URL into your WordPress site to embed
Copy and paste this code into your site to embed