ପରିବହନ ଦୁର୍ନୀତି ମାମଲା: ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

Raja Chakra: ଗତକାଲି ହାଇକୋର୍ଟ ରାଜା ଓରଫ ସୋମ୍ୟଶଙ୍କର ଚକ୍ରଙ୍କର ଅନ୍ତରୀଣ ସୁରକ୍ଷାକୁ ହଟାଇଦେବା ପରେ ତାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତତା ଘଟଣାରେ ଆଜି କ୍ରାଇମବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି। ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର  ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ତାଙ୍କ ବିରୋଧରେ ୧୬୦ କୋଟି ଟଙ୍କା ଦୁର୍ନୀତି କରିଥିବାର ଅଭିଯୋଗ ସତ ବୋଲି ଜଣାଯିବା ପରେ ତାଙ୍କୁ ଗିରଫ କରାଯାଇଛି। ରାଜା … Continue reading ପରିବହନ ଦୁର୍ନୀତି ମାମଲା: ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ