ସରିଲା ଆଦିବାସୀ ମେଳା; ୯ କୋଟିର ବେପାର

୧୨ ଦିନରେ ୧୦ଲକ୍ଷ ଜନସମାଗମ ପୂର୍ବବର୍ଷ ତୁଳନାରେ ଦୁଇଗୁଣା ସରିଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା । ଭୁବେନଶ୍ବରର ୟୁନିଟ-୩ ଆଦିବାସୀ ପଡ଼ିଆଠାରେ ଗତ ୧୨  ଦିନବ୍ୟାପୀ ଚାଲିଥିବା ମେଳା ସଫଳତାର ସହ ଶେଷ ହୋଇଛି । ଏହି ୧୨ ଦିନ ମଧ୍ୟରେ ସାଢେ ୯ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ବ୍ୟବସାୟ ହୋଇଥିବା ବେଳେ ପ୍ରାୟ ୧୦ ଲକ୍ଷରୁ ଅଧିକ ଜନସମାଗମ ହୋଇଛି, ଯାହା ପୂର୍ବ ବର୍ଷ ତୁଳନାରେ ଦୁଇ ଗୁଣା ଥିଲା । ଉଦଯାପନୀ ସନ୍ଧ୍ୟାରେ  ମୁଖ୍ୟ … Continue reading ସରିଲା ଆଦିବାସୀ ମେଳା; ୯ କୋଟିର ବେପାର