ପହିଲାରେ କେନ୍ଦ୍ର ବଜେଟ୍: ଆୟକର ସ୍ଲାବ ବଢ଼ିବା ସମ୍ଭାବନା!
ଜାନୁଆରୀ ୩୧ରୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ଏହା ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ। ସେହିଦିନ ହିଁ ଗୃହରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ। ଏହାର ଦିନକ ପରେ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମଥର ପାଇଁ ବଜେଟ୍ ଉପସ୍ଥାପନ କରିବେ। ଆଗାମୀ ବଜେଟ୍ରେ ମଧ୍ୟବିତ୍ତ ଶ୍ରେଣୀର ଲୋକମାନଙ୍କ ପାଇଁ ଅନେକ ରିହାତି ମିଳିବ ବୋଲି … Continue reading ପହିଲାରେ କେନ୍ଦ୍ର ବଜେଟ୍: ଆୟକର ସ୍ଲାବ ବଢ଼ିବା ସମ୍ଭାବନା!
Copy and paste this URL into your WordPress site to embed
Copy and paste this code into your site to embed