Union Cabinet Approves 2 Semiconductor Units In Odisha ।। ଭୁବନେଶ୍ବରରେ ହେବ ୨ଟି ସେମି କଣ୍ଡକ୍ଟର ଉତ୍ପାଦନ କାରଖାନା

ଓଡ଼ିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ କାରଖାନା। ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସୂଚନା । ଭୁବନେଶ୍ବରରେ ହେବ ସିଲିକନ୍‌ କାର୍ବାଇଟ୍‌ ସେମିକଣ୍ଡକ୍ଟର ୟୁନିଟ୍‌। ଥ୍ରି ଡି ଗ୍ଲାସ୍‌ ସେମିକଣ୍ଡକ୍ଟର ୟୁନିଟ୍‌ ମଧ୍ୟ ଭୁବନେଶ୍ବରରେ ପ୍ରତିଷ୍ଠା ହେବ। ସେମିକଣ୍ଡକଟର ଓ ଥ୍ରୀଡି ଗ୍ଲାସ ମାନ୍ୟୁଫାକଚ୍ୟୁରିଂ ୟୁନିଟକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ଏହାକୁ ଅନୁମୋଦନ କରିଛି। ୧୯୪୩ କୋଟି ଟଙ୍କାରେ ଭୁବନେଶ୍ବର ଠାରେ ସେମିକଣ୍ଡକଟର ଓ … Continue reading Union Cabinet Approves 2 Semiconductor Units In Odisha ।। ଭୁବନେଶ୍ବରରେ ହେବ ୨ଟି ସେମି କଣ୍ଡକ୍ଟର ଉତ୍ପାଦନ କାରଖାନା