ବିବିଧତାରେ ଏକତା ଭାରତର ବିଶେଷତ୍ୱ: ରାଜ୍ୟପାଳ
Governor Odisha: ରାଜଭବନରେ ଅରୁଣାଚଳ ପ୍ରଦେଶ ଓ ମିଜୋରାମ ରାଜ୍ୟର ପ୍ରତିଷ୍ଠା ଦିବସ ପାଳିତ । ବିବିଧତାରେ ଏକତା ଭାରତର ବିଶେଷତ୍ୱ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି କହିଛନ୍ତି । ଗୁରୁବାର ଅପରାହ୍ନରେ ରାଜଭବନର ନ୍ୟୁ ଅଭିଷେକ ହଲ୍ ଠାରେ ଅରୁଣାଚଳ ପ୍ରଦେଶ ଓ ମିଜୋରାମ ରାଜ୍ୟର ପ୍ରତିଷ୍ଠା ଦିବସ ପାଳନ ଅବସରରେ ରାଜ୍ୟପାଳ ଏହା କହିଛନ୍ତି । ଏକ ଉତ୍ସବ ମୁଖରିତ ପରିବେଶରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଅରୁଣାଚଳ ପ୍ରଦେଶ ଓ … Continue reading ବିବିଧତାରେ ଏକତା ଭାରତର ବିଶେଷତ୍ୱ: ରାଜ୍ୟପାଳ
Copy and paste this URL into your WordPress site to embed
Copy and paste this code into your site to embed