ଦକ୍ଷତା ଓ ଉତ୍ତରଦାୟିତ୍ଵ ଦିଗରେ ସହାୟକ ହେବ ତାଲିମ ରାଜ୍ୟ ସହରାଞ୍ଚଳ ବିକାଶ ଏଜେନ୍ସି (SUDA) ଓଡିଶାର ସମସ୍ତ ୧୧୫ ପୌର ସଂସ୍ଥା (ULBs)ରେ କାର୍ଯ୍ୟ କରୁଥିବା କମ୍ୟୁନିଟି ସଂଗଠକ, ଏମ୍.ଆଇ. ଏସ୍ ପ୍ରଫେସନାଲ / କନସଲଟାଣ୍ଟ ଏବଂ ଆକାଉଣ୍ଟାଣ୍ଟଙ୍କ ପାଇଁ “ସହରୀ ଶାସନ” ଉପରେ ଏକ ରିଫ୍ରେସର ତାଲିମ କାର୍ଯ୍ୟକ୍ରମ ଆୟୋଜନ କରିଥିଲା | ତୃଣମୂଳ ସ୍ତରରେ ସହରୀ ଶାସନ ଏବଂ ଦକ୍ଷତା ବୃଦ୍ଧି ପାଇଁ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରତିବଦ୍ଧତା ଅଧୀନରେ … Continue reading ସୁଦୃଢ ହେବ ସହରୀ ଶାସନ
Copy and paste this URL into your WordPress site to embed
Copy and paste this code into your site to embed