ଏବେ ଠିକ ରହିଛି ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା, ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା

ବର୍ତମାନ ଓଡିଆ ସିନେମା ଜଗତର ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥାରେ ।  ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା ।  ଲିଭର ସିରୋସିସ୍ ରେ ପୀଡ଼ିତ ଅଛନ୍ତି ପୁରୁଣା ଦିନର ଓଡ଼ିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି । ଶନିବାର ତାଙ୍କୁ ଭୁବନେଶ୍ବରରୁ ମେଦାନ୍ତ ହସ୍ପିଟାଲକୁ ଏୟାର ଲିଫ୍ଟ କରାଯାଇଥିଲା । ତା ପୂର୍ବରୁ ସେ ଭୁବନେଶ୍ବର କିମ୍ସ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏୟାର ଲିଫଟ କରାଯାଇଥିଲା ।  ଓଲିଉଡ୍ … Continue reading ଏବେ ଠିକ ରହିଛି ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା, ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚାଲିଛି ଚିକିତ୍ସା