V . Shreenivasan death ।। ପି.ଟି. ଉଷାଙ୍କ ସ୍ୱାମୀ ଭି. ଶ୍ରୀନିବାସନଙ୍କ ଦେହାନ୍ତ, ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ

ଭାରତୀୟ ଅଲିମ୍ପିକ୍ ଆସୋସିଏସନ୍‌ର ସଭାପତି ଏବଂ ରାଜ୍ୟସଭା ସଦସ୍ୟ ପି.ଟି. ଉଷାଙ୍କ ସ୍ୱାମୀ ଭି. ଶ୍ରୀନିବାସନଙ୍କର ଦେହାନ୍ତ ଘଟିଛି। ଆଜି ଭୋର ସକାଳେ ୬୭ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ସୂଚନା ମିଳିଛି। ତାଙ୍କ ଅକସ୍ମାତ ବିୟୋଗରେ ସମଗ୍ର କ୍ରୀଡା ଜଗତ ସହ ସାମାଜିକ ଓ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ସୂଚନାନୁଯାୟୀ, ଆଜି ସକାଳେ ଭି. ଶ୍ରୀନିବାସନ ତାଙ୍କ ବାସଭବନରେ ହଠାତ୍ ଚେତାଶୂନ୍ୟ ହୋଇପଡ଼ିଥିଲେ। ପରିବାର ଲୋକେ ତୁରନ୍ତ ତାଙ୍କୁ … Continue reading V . Shreenivasan death ।। ପି.ଟି. ଉଷାଙ୍କ ସ୍ୱାମୀ ଭି. ଶ୍ରୀନିବାସନଙ୍କ ଦେହାନ୍ତ, ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ