ରାଜ୍ୟର ପ୍ରମୁଖ ବିଶ୍ଵବିଦ୍ୟାଳୟରେ କୁଳପତି ପଦ ଖାଲି

Vice chanceller: ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ ୨୦୨୦ ସୁପ୍ରିମକୋର୍ଟରେ ବିଚାରାଧୀନ ଥିବାବେଳେ ରାଜ୍ୟ ସରକାର ଏହାର ମୂଳ ନିୟମ ଅର୍ଥାତ ଓଡ଼ିଶା ବିଶ୍ୱବିଦ୍ୟାଳୟ ନିୟମ ୧୯୮୯ରେ ସଂଶୋଧନ କରିଛନ୍ତି। ରାଜ୍ୟର ୭ଟି ପ୍ରମୁଖ ବିଶ୍ୱବିଦ୍ୟାଳୟରେ ଖାଲି ପଡ଼ିଛି କୁଳପତି ପଦ। ଏହି ବିଶ୍ୱବିଦ୍ୟାଳୟରେ କେବେ ନୂତନ କୁଳପତିଙ୍କୁ ନିଯୁକ୍ତି ଦିଆଯିବ ସେ ସମ୍ପର୍କରେ କାହା ପାଖରେ ସ୍ପଷ୍ଟ ଉତ୍ତର ନାହିଁ। ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ ୨୦୨୦ ସୁପ୍ରିମକୋର୍ଟରେ ବିଚାରାଧୀନ ଥିବାବେଳେ ରାଜ୍ୟ ସରକାର ଏହାର ମୂଳ ନିୟମ … Continue reading ରାଜ୍ୟର ପ୍ରମୁଖ ବିଶ୍ଵବିଦ୍ୟାଳୟରେ କୁଳପତି ପଦ ଖାଲି