Where will the eligible unemployed youth go? High Court questions ।। ଯୋଗ୍ୟ ବେକାର ଯୁବକ ଯୁବତୀ କୁଆଡେ଼ ଯିବେ? ହାଇକୋର୍ଟଙ୍କ ପ୍ରଶ୍ନ

ଯୋଗ୍ୟ ବେକାର ଯୁବକ ଯୁବତୀଙ୍କୁ ସୁଯୋଗ ନ ଦେଇ ରାଜ୍ୟ ସରକାର ବିଭିନ୍ନ ସ୍କୁଲରେ ଅବସରପ୍ରାପ୍ତଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ଦେବା ପାଇଁ ନେଇଥିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାୟର ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି । ନିୟମିତ ନିଯୁକ୍ତି ପ୍ରକ୍ରିୟା ନ କରି ତଥା ଉପଯୁକ୍ତ ଶିକ୍ଷାଗତ ଯୋଗ୍ୟତା ଥିବା ବେକାର ଯୁବବର୍ଗଙ୍କୁ ସୁଯୋଗ ନ ଦେଇ ଅବସରପ୍ରାପ୍ତଙ୍କୁ ନିଯୁକ୍ତି ଦିଆଯିବା ପ୍ରସଙ୍ଗକୁ ନେଇ ହାଇକୋର୍ଟ ଆଜି ଉଦ୍‌ବେଗ ପ୍ରକାଶ କରିଛନ୍ତି। … Continue reading Where will the eligible unemployed youth go? High Court questions ।। ଯୋଗ୍ୟ ବେକାର ଯୁବକ ଯୁବତୀ କୁଆଡେ଼ ଯିବେ? ହାଇକୋର୍ଟଙ୍କ ପ୍ରଶ୍ନ