ଆୟୁଷ୍ମାନ ଭାରତ ଯୋଜନାରେ ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା ସୁବିଧା

Ayusman Bharat: ପରିବାରର ପୁରୁଷଙ୍କୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ମିଳିବ। ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ ଭାରତ ମିଶ୍ରଣରେ ଏହି ସୁବିଧା ମିଳିବ। ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଆୟୁଷ୍ମାନ ଭାରତ ଯୋଜନାରେ ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା ସୁବିଧା। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଇ-କେୱାଇସି ଡାଟାବେସକୁ ଆଧାର କରି କାର୍ଡ ଦିଆଯିବ। … Continue reading ଆୟୁଷ୍ମାନ ଭାରତ ଯୋଜନାରେ ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା ସୁବିଧା