ଦକ୍ଷିଣ ଆଫ୍ରିକାରେ ହେବାକୁ ଥିବା ଜି-୨୦ ବୈଠକରେ ଯୋଗ ଦେବେ ନି ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

US Secretary of State Marco Rubioଦକ୍ଷିଣ ଆଫ୍ରିକା ପକ୍ଷରୁ ଫେବ୍ରୁଆରି ୨୦ରୁ ୨୧ ତାରିଖ ପର୍ଯ୍ୟନ୍ତ ଜୋହାନ୍ସବର୍ଗରେ ଜି-୨୦ ଦେଶର ବୈଦେଶିକ ମନ୍ତ୍ରୀମାନଙ୍କର ଏକ ବୈଠକ ଅନୁଷ୍ଠିତ ହେବ। ଦକ୍ଷିଣ ଆଫ୍ରିକାରେ ଡିସେମ୍ବର ୨୦୨୪ରୁ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ଜି-୨୦ ଅଧ୍ୟକ୍ଷ ରହିଛି। ଦକ୍ଷିଣ ଆଫ୍ରିକାରେ ହେବାକୁ ଥିବା ଜି-୨୦ ବୈଠକରେ ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଯୋଗ ଦେବେ ନାହିଁ। ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ରାମାଫୋସା ଏହି ନୀତିକୁ ସମର୍ଥନ କରି ସମାନ … Continue reading ଦକ୍ଷିଣ ଆଫ୍ରିକାରେ ହେବାକୁ ଥିବା ଜି-୨୦ ବୈଠକରେ ଯୋଗ ଦେବେ ନି ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ