ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା; ରାଜଧାନୀରେ ଚାଞ୍ଚଲ୍ୟ

Murder in Bhubaneswar: ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍‌ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ। ପ୍ରବାସୀ ଭାରତୀୟ ଦିବସ ନିମନ୍ତେ ପୁଲିସ୍‌ ଛାଉଣିରେ ପରିଣତ ହୋଇଛି ରାଜଧାନୀ। ରାଜଧାନୀ ଏବେ ସୁରକ୍ଷାର ଅଭେଦ୍ୟ ଦୁର୍ଗ ପାଲଟିଥିବାବେଳେ ରସୁଲଗଡ଼- ବାଣୀବିହାର ଜାତୀୟ ରାଜପଥରେ ସକାଳୁ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ଫଳରେ … Continue reading ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା; ରାଜଧାନୀରେ ଚାଞ୍ଚଲ୍ୟ